ଲୂକ ଲିଖିତ ସୁସମାଚାର 10:37 - ପବିତ୍ର ବାଇବଲ37 ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।” ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି-ପ୍ରକାର କର। Viz kapitolaଓଡିଆ ବାଇବେଲ37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର । Viz kapitolaପବିତ୍ର ବାଇବଲ (CL) NT (BSI)37 ଧର୍ମଗୁରୁ ଉତ୍ତର ଦେଲେ, “ଯେ ତା’ ପ୍ରତି ଦୟା ଦେଖାଇଲା, ସେ।” ଯୀଶୁ ଉତ୍ତର ଦେଲେ, “ତେବେ ଯାଅ ଓ ସେହି ପ୍ରକାର କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।” Viz kapitola |