ଲୂକ ଲିଖିତ ସୁସମାଚାର 10:5 - ପବିତ୍ର ବାଇବଲ5 ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। Viz kapitolaଓଡିଆ ବାଇବେଲ5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)5 ଯେତେବେଳେ ତୁମେ ଗୋଟିଏ ଗୃହକୁ ଯାଅ, ପ୍ରଥମେ କୁହ, ‘ଏହି ଗୃହର ଶାନ୍ତି ହେଉ’। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। Viz kapitola |