ଲୂକ ଲିଖିତ ସୁସମାଚାର 11:11 - ପବିତ୍ର ବାଇବଲ11 ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ’ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳରେ ସାପଟିଏ ଦିଏ କି? ନା, ତୁମ୍ଭେମାନେ ତାକୁ ମାଛ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? Viz kapitolaଓଡିଆ ବାଇବେଲ11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ? Viz kapitolaପବିତ୍ର ବାଇବଲ (CL) NT (BSI)11-12 ତୁମ୍ଭମାନଙ୍କ ମଧ୍ୟରେ ଏପରି ବାପା କିଏ ଅଛି ଯେ ତା’ର ପୁଅ ମାଛ ମାଗିଲେ, ସେ ତାକୁ ମାଛ ବଦଳରେ ସାପ ଦେବ, ଅଣ୍ଡା ମାଗିଲେ, ବିଛା ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? Viz kapitola |