Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:14 - ପବିତ୍ର ବାଇବଲ

14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ଉତ୍ତାରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚମତ୍କୃତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ଏକ ଭୂତଗ୍ରସ୍ତ ଘୁଙ୍ଗା ଲୋକକୁ ସୁସ୍ଥ କଲେ। ଯେତେବେଳେ ଭୂତ ଛାଡ଼ିଗଲା, ଲୋକଟି କଥା କହିବାକୁ ଆରମ୍ଭ କଲା! ଲୋକେ ଆଶ୍ଚର୍ଯ୍ୟ ହେଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:14

Následuj nás:

Reklamy


Reklamy