ଲୂକ ଲିଖିତ ସୁସମାଚାର 11:16 - ପବିତ୍ର ବାଇବଲ16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ। Viz kapitolaଓଡିଆ ବାଇବେଲ16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ଅନ୍ୟମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ, ଈଶ୍ୱର ଯେ ତାଙ୍କର ସମର୍ଥନକାରୀ, ଏହାର ଚିହ୍ନ ସ୍ୱରୂପ ତାଙ୍କୁ ଗୋଟିଏ ଆଶ୍ଚର୍ଯ୍ୟ କର୍ମ କରିବାକୁ କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ। Viz kapitola |