ଲୂକ ଲିଖିତ ସୁସମାଚାର 11:18 - ପବିତ୍ର ବାଇବଲ18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ, ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। Viz kapitolaଓଡିଆ ବାଇବେଲ18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)18 ତେଣୁ ଶୟତାନର ରାଜ୍ୟରେ ଗୃହ ଯୁଦ୍ଧ ଲାଗିଲେ, ତାହା କିପରି ତିଷ୍ଠିବ? ତୁମେ କହୁଛ ଯେ ବାଆଲ୍ଜିବୂଲ୍ର ଶକ୍ତିରେ ମୁଁ ଭୂତ ଛଡ଼ାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ। Viz kapitola |