Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:23 - ପବିତ୍ର ବାଇବଲ

23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଯେ ମୋହର ସପକ୍ଷ ନୁହେଁ, ସେ ମୋର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।

Viz kapitola kopírovat

ଓଡିଆ ବାଇବେଲ

23 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋ’ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 “ଯେଉଁ ଲୋକ ମୋର ସପକ୍ଷ ନୁହେଁ, ସେ ପ୍ରକୃତରେ ମୋର ବିପକ୍ଷ; ଯେଉଁ ଲୋକ ସଂଗ୍ରହ କରିବାରେ ମୋତେ ସାହାଯ୍ୟ କରେ ନାହିଁ, ସେ ଛିନ୍ନଭିନ୍ନ କରେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:23

Následuj nás:

Reklamy


Reklamy