Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:27 - ପବିତ୍ର ବାଇବଲ

27 ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେ ଏହିସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରୁ ଜଣେ ସ୍ତ୍ରୀଲୋକ ଉଚ୍ଚ ସ୍ଵରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।

Viz kapitola kopírovat

ଓଡିଆ ବାଇବେଲ

27 ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଯୀଶୁ ଏହି କଥା କହିବା ପରେ ଲୋକ ଗହଳି ମଧ୍ୟରୁ ଜଣେ ସ୍ତ୍ରୀ ଲୋକ ତାଙ୍କୁ କହିଲା, “ଯେଉଁ ନାରୀ ଆପଣଙ୍କୁ ଗର୍ଭ ଧାରଣ କଲେ ଓ ସ୍ତନ୍ୟପାନ କରାଇଲେ, ସେ କେଡ଼େ ଧନ୍ୟ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:27

Následuj nás:

Reklamy


Reklamy