ଲୂକ ଲିଖିତ ସୁସମାଚାର 11:29 - ପବିତ୍ର ବାଇବଲ29 ଧୀରେ ଧୀରେ ଭିଡ଼ ବଢ଼ିବାକୁ ଲାଗିଲା। ଯୀଶୁ କହିଲେ, “ବର୍ତ୍ତମାନ ଯୁଗର ଲୋକେ ବଡ଼ ମନ୍ଦ। ସେମାନେ ପରମେଶ୍ୱରଙ୍କଠାରୁ ପ୍ରମାଣ ସ୍ୱରୂପ ଏକ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛନ୍ତି। କିନ୍ତୁ ଏମାନଙ୍କୁ ଚିହ୍ନ ସ୍ୱରୂପ କୌଣସି ଆଶ୍ଚର୍ଯ୍ୟକର୍ମ ଦେଖାଇ ଦିଆ ଯିବ ନାହିଁ। ଯୂନସଙ୍କ ସମ୍ବନ୍ଧରେ ଘଟିଥିବା ଆଶ୍ଚର୍ଯ୍ୟକର୍ମ ହେଉଛି ଏକମାତ୍ର ଚିହ୍ନ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଲୋକସମୂହ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକତ୍ରିତ ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି ବର୍ତ୍ତମାନ ପୁରୁଷ ଦୁଷ୍ଟ ଅଟେ; ଏମାନେ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। Viz kapitolaଓଡିଆ ବାଇବେଲ29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)29 ଲୋକମାନେ ଯୀଶୁଙ୍କ ଚାରିପଟେ ଘେରି ଯିବାରୁ ସେ କହିବାକୁ ଲାଗିଲେ, “ଆଜିର ଲୋକମାନେ କେତେ ଖଳ! ସେମାନେ ଗୋଟିଏ ଆଶ୍ଚର୍ଯ୍ୟ କର୍ମ ଲୋଡ଼ନ୍ତି, କିନ୍ତୁ ଯୂନସଙ୍କ ଆଶ୍ଚର୍ଯ୍ୟ କର୍ମ ଛଡ଼ା ସେମାନଙ୍କ ପାଇଁ ଆଉ କିଛି କରାଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। Viz kapitola |