ଲୂକ ଲିଖିତ ସୁସମାଚାର 11:30 - ପବିତ୍ର ବାଇବଲ30 ଯୂନସ ଯେପରି ନୀନିବୀୟମାନଙ୍କ ପାଇଁ ଚିହ୍ନ ସ୍ୱରୂପ ହେଲେ, ସେହିଭଳି ଏହି ସମୟର ଲୋକମାନଙ୍କ ପାଇଁ ମନୁଷ୍ୟପୁତ୍ର ମଧ୍ୟ ଚିହ୍ନ ସ୍ୱରୂପ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନସ୍ଵରୂପ ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ବର୍ତ୍ତମାନ ପୁରୁଷ ପ୍ରତି ହେବେ। Viz kapitolaଓଡିଆ ବାଇବେଲ30 କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)30 ଯେପରି ଭାବବାଦୀ ଯୂନସ ନୀନିବୀର ଲୋକମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେଲେ, ସେହିପରି ମନୁଷ୍ୟପୁତ୍ର ଆଜିର ଲୋକମାନଙ୍କ ପାଇଁ ଚିହ୍ନ ସ୍ୱରୂପ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। Viz kapitola |