ଲୂକ ଲିଖିତ ସୁସମାଚାର 11:35 - ପବିତ୍ର ବାଇବଲ35 ମନେରଖ, ତୁମ୍ଭ ଭିତରର ଆଲୁଅ ଯେପରି ଅନ୍ଧକାରମୟ ହୋଇ ନଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଅନ୍ଧକାର ନ ହୁଏ। Viz kapitolaଓଡିଆ ବାଇବେଲ35 ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ । Viz kapitolaପବିତ୍ର ବାଇବଲ (CL) NT (BSI)35 ତୁମ ଅନ୍ତରରେ ଥିବା ଆଲୋକ ଯେପରି ଅନ୍ଧକାର ନ ହୁଏ, ଏଥିପ୍ରତି ସାବଧାନ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ। Viz kapitola |