Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:38 - ପବିତ୍ର ବାଇବଲ

38 ଯୀଶୁ ଖାଇବାକୁ ଯିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ଯ୍ୟ ହୋଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ସ୍ନାନ କରି ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

38 କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଭୋଜନ ପୂର୍ବରୁ ଯୀଶୁ ପ୍ରକ୍ଷାଳନ ରୀତି ପାଳନ ନ କରିବା ଦେଖି ଫାରୁଶୀ ଆଶ୍ଚର୍ଯ୍ୟ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:38

Následuj nás:

Reklamy


Reklamy