ଲୂକ ଲିଖିତ ସୁସମାଚାର 11:41 - ପବିତ୍ର ବାଇବଲ41 ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା'ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ବରଞ୍ଚ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ। Viz kapitolaଓଡିଆ ବାଇବେଲ41 ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ । Viz kapitolaପବିତ୍ର ବାଇବଲ (CL) NT (BSI)41 ଏଣୁ ତୁମର ଯାହା ସବୁ ଅଛି; ତାହା ଦାନ କରି ଦିଅ, ତା’ ହେଲେ ତୁମେ ସମ୍ପୂର୍ଣ୍ଣ ପରିଷ୍କୃତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ। Viz kapitola |