ଲୂକ ଲିଖିତ ସୁସମାଚାର 11:45 - ପବିତ୍ର ବାଇବଲ45 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏଥିରେ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି। Viz kapitolaଓଡିଆ ବାଇବେଲ45 ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)45 ଧର୍ମଗୁରୁମାଙ୍କ ମଧ୍ୟରୁ ଜଣେ ତାଙ୍କୁ କହିଲେ, “ଗୁରୁ, ଆପଣ ଏହି କଥା କହିବା ଦ୍ୱାରା ଆମକୁ ମଧ୍ୟ ଅପମାନ ଦେଉଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି। Viz kapitola |