ଲୂକ ଲିଖିତ ସୁସମାଚାର 11:52 - ପବିତ୍ର ବାଇବଲ52 “ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ହାୟ, ଦଣ୍ତର ପାତ୍ର ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର କଞ୍ଚି ହରଣ କଲ; ତୁମ୍ଭେମାନେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ବାଧା ଦେଲ। Viz kapitolaଓଡିଆ ବାଇବେଲ52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ । Viz kapitolaପବିତ୍ର ବାଇବଲ (CL) NT (BSI)52 “ହେ ଧର୍ମଗୁରୁମାନେ, ତୁମ ଦଶା କେଡ଼େ ଭୟଙ୍କର ହେବ। ତୁମେ ଜ୍ଞାନରୂପ ଗୃହର ଦ୍ୱାର ଖୋଲିବାକୁ ଚାବି ରଖିଛ; ତୁମେ ନିଜେ ଭିତରକୁ ଯାଉ ନାହଁ ଏବଂ ଯେଉଁମାନେ ଭିତରକୁ ଯିବାକୁ ଚେଷ୍ଟା କରନ୍ତି, ତୁମେ ସେମାନଙ୍କୁ ବାଧା ଦେଉଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।” Viz kapitola |