ଲୂକ ଲିଖିତ ସୁସମାଚାର 12:10 - ପବିତ୍ର ବାଇବଲ10 “ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। Viz kapitolaଓଡିଆ ବାଇବେଲ10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)10 “ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହେ, ତାକୁ କ୍ଷମା ଦିଆଯିବ, କିନ୍ତୁ ଯେ କେହି ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କଥା କହେ, ତାହାକୁ କ୍ଷମା ଦିଆଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। Viz kapitola |