ଲୂକ ଲିଖିତ ସୁସମାଚାର 12:18 - ପବିତ୍ର ବାଇବଲ18 “ତା'ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitolaଓଡିଆ ବାଇବେଲ18 ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitolaପବିତ୍ର ବାଇବଲ (CL) NT (BSI)18 ସେ ନିଜକୁ କହିଲା, ‘ମୁଁ ଏମିତି କରିବି। ମୋର ଅମାର ସବୁକୁ ଭାଙ୍ଗିଦେଇ ଶସ୍ୟ ଓ ଅନ୍ୟାନ୍ୟ ଜିନିସ ସବୁ ରଖିବା ପାଇଁ ଆହୁରି ବଡ଼ ବଡ଼ ଅମାର ତିଆରି କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, Viz kapitola |