ଲୂକ ଲିଖିତ ସୁସମାଚାର 12:2 - ପବିତ୍ର ବାଇବଲ2 ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Viz kapitolaଓଡିଆ ବାଇବେଲ2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, । Viz kapitolaପବିତ୍ର ବାଇବଲ (CL) NT (BSI)2 ଯାହା ଆବୃତ ହୋଇଛି, ତାହା ଅନାବୃତ ହେବ ଓ ପ୍ରତ୍ୟେକ ଗୁପ୍ତ ବିଷୟ ପ୍ରକାଶିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Viz kapitola |