ଲୂକ ଲିଖିତ ସୁସମାଚାର 12:20 - ପବିତ୍ର ବାଇବଲ20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’ Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ଈଶ୍ଵର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ଆୟୋଜନ କରିଅଛୁ, ସେହିସବୁ କାହାର ହେବ? Viz kapitolaଓଡିଆ ବାଇବେଲ20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ? Viz kapitolaପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଈଶ୍ୱର ତାକୁ କହିଲେ, ‘ରେ ମୂର୍ଖ! ଆଜି ରାତିରେ ଯଦି ତୋର ମୃତ୍ୟୁ ହୁଏ, ତେବେ ତୁ ନିଜ ପାଇଁ ଯାହା ସଞ୍ଚୟ କରିଛୁ, ସେସବୁ କିଏ ପାଇବ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ? Viz kapitola |