ଲୂକ ଲିଖିତ ସୁସମାଚାର 12:21 - ପବିତ୍ର ବାଇବଲ21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ଵରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ। Viz kapitolaଓଡିଆ ବାଇବେଲ21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ । Viz kapitolaପବିତ୍ର ବାଇବଲ (CL) NT (BSI)21 ପରିଶେଷରେ ଯୀଶୁ କହିଲେ, “ଯେଉଁମାନେ ନିଜ ପାଇଁ ଧନ ସଞ୍ଚୟ କରନ୍ତି, କିନ୍ତୁ ଐଶ୍ୱରିକ ବିଷୟରେ ଧନୀ ନୁହଁନ୍ତି, ସେମାନଙ୍କ ଦଶା ଏହିପରି ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।” Viz kapitola |