Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:29 - ପବିତ୍ର ବାଇବଲ

29 “ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ଵା ଚିନ୍ତିତ ହୁଅ ନାହିଁ,

Viz kapitola kopírovat

ଓଡିଆ ବାଇବେଲ

29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 “ଅତଏବ ସବୁବେଳେ କ’ଣ ଖାଇବ ଓ କ’ଣ ପିଇବ, ଏ ବିଷୟରେ ବ୍ୟସ୍ତ ହୁଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:29

Následuj nás:

Reklamy


Reklamy