Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:3 - ପବିତ୍ର ବାଇବଲ

3 ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଅତଏବ, ତୁମ୍ଭେମାନେ ଯାହା ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି ଯାହା ଗୁପ୍ତ କୋଠରିରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।

Viz kapitola kopírovat

ଓଡିଆ ବାଇବେଲ

3 ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହି ସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

3 ତୁମ୍ଭେମାନେ ଅନ୍ଧକାରରେ ଯାହା କହିଛ, ତାହା ଉଜ୍ଜ୍ୱଳ ଦିବାଲୋକରେ ଶୁଣାଯିବ ଏବଂ ରୁଦ୍ଧ କୋଠରୀ ମଧ୍ୟରେ ଗୋପନରେ ତୁମେ ଯାହା କହିଛ, ତାହା ଛାତ ଉପରୁ ଉଚ୍ଚ ସ୍ୱରରେ ଘୋଷଣା କରାଯିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:3

Následuj nás:

Reklamy


Reklamy