Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:32 - ପବିତ୍ର ବାଇବଲ

32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପିତାଙ୍କର ସନ୍ତୋଷ।

Viz kapitola kopírovat

ଓଡିଆ ବାଇବେଲ

32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 “ହେ ଛୋଟ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ତାଙ୍କ ରାଜ୍ୟ ପ୍ରଦାନ କରି ତୁମ ପିତା ଅତୀବ ସନ୍ତୁଷ୍ଟ ହୋଇଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 “ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:32

Následuj nás:

Reklamy


Reklamy