Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:37 - ପବିତ୍ର ବାଇବଲ

37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।

Viz kapitola kopírovat

ଓଡିଆ ବାଇବେଲ

37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ମାଲିକ ଫେରିବା ପରେ ଯେଉଁ ଦାସମାନଙ୍କୁ ଜାଗ୍ରତ ଓ ପ୍ରସ୍ତୁତ ଥିବା ଦେଖନ୍ତି, ସେମାନେ କେଡ଼େ ଭାଗ୍ୟବାନ। ମୁଁ କହୁଛି, ମାଲିକ ନିଜର କଟି ବନ୍ଧନ କରି ସେମାନଙ୍କୁ ଭୋଜନକରେ ବସାଇବେ ଓ ଖାଦ୍ୟ ପରିବେଷଣ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:37

Následuj nás:

Reklamy


Reklamy