ଲୂକ ଲିଖିତ ସୁସମାଚାର 12:45 - ପବିତ୍ର ବାଇବଲ45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Viz kapitolaଓଡିଆ ବାଇବେଲ45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Viz kapitolaପବିତ୍ର ବାଇବଲ (CL) NT (BSI)45 କିନ୍ତୁ ଯଦି ସେହି ଦାସ ମନେ ମନେ ଭାବେ ଯେ ଘରର ମାଲିକ ଫେରି ଆସିବା ପାଇଁ ବିଳମ୍ବ ଅଛି ଓ ସେ ଅନ୍ୟ ଦାସଦାସୀମାନଙ୍କୁ ମାରଧର କରେ ଏବଂ ଖାଇ ପିଇ ମାତାଲ ହୁଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Viz kapitola |