ଲୂକ ଲିଖିତ ସୁସମାଚାର 12:47 - ପବିତ୍ର ବାଇବଲ47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଆଉ, ଯେଉଁ ଦାସ ଆପଣା ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ଵା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, ସେ ବହୁତ ପ୍ରହାରରେ ପ୍ରହାରିତ ହେବ; Viz kapitolaଓଡିଆ ବାଇବେଲ47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, Viz kapitolaପବିତ୍ର ବାଇବଲ (CL) NT (BSI)47 “ଯେଉଁ ଦାସ ନିଜ ମାଲିକଙ୍କ ଇଚ୍ଛା ଜାରି ପ୍ରସ୍ତୁତ ହୋଇ ନ ଥାଏ ଓ ତାଙ୍କ ଇଚ୍ଛା ଅନୁସାରେ କାର୍ଯ୍ୟ କରି ନ ଥାଏ, ସେ ଶାସ୍ତି ସ୍ୱରୂପେ କଠୋରଭାବେ ପ୍ରହାରିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, Viz kapitola |