Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:50 - ପବିତ୍ର ବାଇବଲ

50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ନିଷ୍ପୀଡ଼ିତ ହେଉଅଛି।

Viz kapitola kopírovat

ଓଡିଆ ବାଇବେଲ

50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50 ମୋତେ ଆଉ ଏକ ଦୀକ୍ଷା ନେବାକୁ ହେବ ଏବଂ ତାହା ନେବା ପର୍ଯ୍ୟନ୍ତ ମୁଁ ବ୍ୟାକୁଳ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:50

Následuj nás:

Reklamy


Reklamy