ଲୂକ ଲିଖିତ ସୁସମାଚାର 12:56 - ପବିତ୍ର ବାଇବଲ56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ? Viz kapitolaଓଡିଆ ବାଇବେଲ56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ? Viz kapitolaପବିତ୍ର ବାଇବଲ (CL) NT (BSI)56 ପ୍ରବଞ୍ଚକମାନେ! ତୁମ୍ଭେମାନେ ପୃଥିବୀ ଓ ଆକାଶକୁ ଦେଖି ପାଣିପାଗ ବିଷୟରେ ସୂଚନା ଦେଇପାର; ଅଥଚ ବର୍ତ୍ତମାନ ଯୁଗର ଲକ୍ଷଣ ସବୁ ବୁଝିପାରୁ ନାହଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?” Viz kapitola |