ଲୂକ ଲିଖିତ ସୁସମାଚାର 12:59 - ପବିତ୍ର ବାଇବଲ59 ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ଶୁଝିବା ପର୍ଯ୍ୟନ୍ତ ସେହିସ୍ଥାନରୁ କୌଣସି ପ୍ରକାରେ ବାହାରିଆସି ପାରିବ ନାହିଁ। Viz kapitolaଓଡିଆ ବାଇବେଲ59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)59 ମୁଁ କହୁଛି, ପୂର୍ଣ୍ଣମାତ୍ରାରେ ଜୋରିମାନା ନ ଦେବା ଯାଏ ତୁମେ ସେଠାରେ ରହିଥିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।” Viz kapitola |