Online Bible

- Reklamy -




ଲୂକ ଲିଖିତ ସୁସମାଚାର 12:6 - ପବିତ୍ର ବାଇବଲ

6 “ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଈଶ୍ଵରଙ୍କ ଛାମୁରେ ବିସ୍ମୃତ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

6 ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 “ପାଞ୍ଚଟି ଘରଚଟିଆ କ’ଣ ଦୁଇଟି ମୁଦ୍ରାରେ ବିକାଯାଏ ନାହିଁ? ତଥାପି ଈଶ୍ୱର ଗୋଟିଏ ଘରଚଟିଆକୁ ସୁଦ୍ଧା ଭୁଲନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 12:6

Následuj nás:

Reklamy


Reklamy