Online Bible

- Reklamy -




ଲୂକ ଲିଖିତ ସୁସମାଚାର 13:10 - ପବିତ୍ର ବାଇବଲ

10 ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।

Viz kapitola kopírovat

ଓଡିଆ ବାଇବେଲ

10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ଥରେ ବିଶ୍ରାମବାରରେ ଯୀଶୁ ଏକ ଉପାସନା ଗୃହରେ ଶିକ୍ଷା ଦେଉଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 13:10

Následuj nás:

Reklamy


Reklamy