ଲୂକ ଲିଖିତ ସୁସମାଚାର 13:13 - ପବିତ୍ର ବାଇବଲ13 ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହେବାକୁ ସକ୍ଷମ ହେଲା। ସେ ପରମେଶ୍ୱରଙ୍କ ସ୍ତୁତି କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ତାହା ଉପରେ ହାତ ଥୋଇଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)13 ଯୀଶୁ ତା’ ଉପରେ ତାଙ୍କର ହାତ ରଖିଲେ ଏବଂ ସେହିକ୍ଷଣି ସେ ନିଜକୁ ସଳଖ କରି ପାରିଲା ଓ ଈଶ୍ୱରଙ୍କ ପ୍ରଶଂସା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। Viz kapitola |