ଲୂକ ଲିଖିତ ସୁସମାଚାର 13:21 - ପବିତ୍ର ବାଇବଲ21 ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହା ଖମୀର ସଦୃଶ, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା। Viz kapitolaଓଡିଆ ବାଇବେଲ21 ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)21 ତାହା ଏହିପରି। ଜଣେ ସ୍ତ୍ରୀ ଲୋକ ଟିକିଏ ଖମୀର ନେଇ ଅଧବସ୍ତା ମଇଦାରେ ମିଶାଇଲା ଏବଂ ସମୁଦାୟ ମଇଦା ଖମୀରମୟ ହେଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।” Viz kapitola |