ଲୂକ ଲିଖିତ ସୁସମାଚାର 13:23 - ପବିତ୍ର ବାଇବଲ23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୋ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitolaଓଡିଆ ବାଇବେଲ23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 କେହି ଜଣେ ତାଙ୍କୁ ପଚାରିଲା, “ମହାଶୟ, ଅଳ୍ପ କେତେଜଣ କ’ଣ ପରିତ୍ରାଣ ପାଇବେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ, Viz kapitola |