ଲୂକ ଲିଖିତ ସୁସମାଚାର 13:24 - ପବିତ୍ର ବାଇବଲ24 ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ। Viz kapitolaଓଡିଆ ବାଇବେଲ24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବା ପାଇଁ ତୁମ୍ଭେମାନେ ପ୍ରାଣପଣ କର; କାରଣ ଅନେକ ଲୋକ ଭିତରକୁ ଯିବା ପାଇଁ ଚେଷ୍ଟା କରିବେ, କିନ୍ତୁ ସମର୍ଥ ହେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ। Viz kapitola |