ଲୂକ ଲିଖିତ ସୁସମାଚାର 13:27 - ପବିତ୍ର ବାଇବଲ27 ତା'ପରେ ତୁମ୍ଭମାନଙ୍କୁ କହିବେ, ‘ମୁଁ ତୁମ୍ଭମାନଙ୍କୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ? ତୁମ୍ଭେମାନେ ମନ୍ଦ କାମ କରୁଥିବା ଲୋକ। ମୋ’ ପାଖରୁ ଦୂର ହୁଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ। Viz kapitolaଓଡିଆ ବାଇବେଲ27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)27 କିନ୍ତୁ ସେ ପୁଣି କହିବେ, ‘ମୁଁ ଜାଣେ ନାହିଁ, ତୁମ୍ଭେମାନେ କେଉଁଠାରୁ ଆସିଛ; ହେ ଦୁଷ୍ଟ ଲୋକମାନେ, ମୋ’ଠାରୁ ଦୂର ହୁଅ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ। Viz kapitola |