ଲୂକ ଲିଖିତ ସୁସମାଚାର 13:34 - ପବିତ୍ର ବାଇବଲ34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Viz kapitolaଓଡିଆ ବାଇବେଲ34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)34 “ହେ ଯିରୂଶାଲମ, ହେ ଯିରୂଶାଲମ। ତୁ ଭାବବାଦୀମାନଙ୍କୁ ହତ୍ୟା କରୁ ଏବଂ ଈଶ୍ୱର ତୋ’ ନିକଟକୁ ପଠାଇ ଥିବା ବାର୍ତ୍ତାବହମାନଙ୍କୁ ପ୍ରସ୍ତରାଘାତ କରୁ। କୁକୁଡ଼ା ଯେପରି ପକ୍ଷ ତଳେ ଛୁଆମାନଙ୍କୁ ଏକାଠି କରେ, ସେହିପରି କେତେଥର ମୁଁ ତୋର ସନ୍ତାନମାନଙ୍କୁ ଏକତ୍ର କରିବା ପାଇଁ ଇଚ୍ଛା କରିଛି, କିନ୍ତୁ ତୁ ମୋତେ ତାହା କରିବାକୁ ଦେଇ ନାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Viz kapitola |