ଲୂକ ଲିଖିତ ସୁସମାଚାର 13:7 - ପବିତ୍ର ବାଇବଲ7 ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’ Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେଣୁ ସେ ମାଳୀକି କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ଅକର୍ମଣ୍ୟ କରୁଅଛି? Viz kapitolaଓଡିଆ ବାଇବେଲ7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)7 ତେଣୁ ସେ ତାଙ୍କର ମାଳୀକୁ କହିଲେ, ‘ଦେଖ, ତିନି ବର୍ଷ ହେଲା ମୁଁ ଏହି ଗଛରୁ ଫଳ ପାଇବା ଆଶାରେ ଏଠାକୁ ଆସୁଛି କିନ୍ତୁ କିଛି ପାଉ ନାହଁ। ଏହାକୁ କାଟି ପକାଅ! କାହିଁକି ଏହା ଅକାରଣରେ ସ୍ଥାନ ମାଡ଼ି ବସିବ?’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି? Viz kapitola |