ଲୂକ ଲିଖିତ ସୁସମାଚାର 14:14 - ପବିତ୍ର ବାଇବଲ14 ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ। Viz kapitolaଓଡିଆ ବାଇବେଲ14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)14 ତା’ହେଲେ, ତୁମେ ଆଶୀର୍ବାଦ ପାଇବ, କାରଣ ପ୍ରତିଦାନ ଦେବାକୁ ସେମାନେ ଅକ୍ଷମ। ଧାର୍ମିକ ଲୋକାମନେ ମୃତ୍ୟୁରୁ ଉଠିବା ଦିନ ଈଶ୍ୱର ତୁମକୁ ପ୍ରତିଦାନ ଦେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।” Viz kapitola |