Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:15 - ପବିତ୍ର ବାଇବଲ

15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।

Viz kapitola kopírovat

ଓଡିଆ ବାଇବେଲ

15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ୱରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ମେଜ ପାଖରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଏ କଥା ଶୁଣି ଯୀଶୁଙ୍କୁ କହିଲା, “ଈଶ୍ୱରଙ୍କ ରାଜ୍ୟରେ ଯେଉଁମାନେ ଭୋଜନରେ ବସିବେ, ସେମାନେ ଧନ୍ୟ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:15

Následuj nás:

Reklamy


Reklamy