Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:21 - ପବିତ୍ର ବାଇବଲ

21 “ତେଣୁ ଗ୍ଭକରଟି ଫେରି ଆସିଲା। ଯାହାସବୁ ଘଟିଥିଲା, ସେ ତା’ ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, “ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡ଼ିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ ଛୋଟାମାନଙ୍କୁ ଏଠାକୁ ନେଇଆସ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା କ୍ରୋଧାନ୍ଵିତ ହୋଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ତ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ଘେନିଆସ।

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହି ସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 “ଭୃତ୍ୟ ଫେରିଯାଇ ତା’ର ମାଲିକଙ୍କୁ ଏ ସମସ୍ତ ବିଷୟ ଜଣାଇଲା। ଗୃହକର୍ତ୍ତା ପ୍ରଚଣ୍ଡ ରାଗିଯାଇ ଚାକରକୁ କହିଲେ, ‘ଶୀଘ୍ର ଯାଇ ସହରର ରାସ୍ତା ଘାଟରୁ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଡ଼ାକି ଆଣ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:21

Následuj nás:

Reklamy


Reklamy