ଲୂକ ଲିଖିତ ସୁସମାଚାର 14:27 - ପବିତ୍ର ବାଇବଲ27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ। Viz kapitolaଓଡିଆ ବାଇବେଲ27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)27 ଯେ ଆପଣା କ୍ରୁଶ ବହନ କରି ମୋ’ ପଛରେ ନ ଆସେ, ସେ ମୋର ଶିଷ୍ୟ ହୋଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ। Viz kapitola |