Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:8 - ପବିତ୍ର ବାଇବଲ

8 “ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ଵାରା ବିବାହଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଥିବେ,

Viz kapitola kopírovat

ଓଡିଆ ବାଇବେଲ

8 ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜିକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 “କେହି ତୁମକୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ, ଶ୍ରେଷ୍ଠ ଆସନରେ ବସ ନାହିଁ। ଏପରି ହୋଇପାରେ ଯେ ତୁମଠାରୁ ଆଉ ଜଣେ ବିଶିଷ୍ଟ ଲୋକଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:8

Následuj nás:

Reklamy


Reklamy