ଲୂକ ଲିଖିତ ସୁସମାଚାର 15:12 - ପବିତ୍ର ବାଇବଲ12 ଦିନେ ସାନପୁଅ ତା’ ବାପାଙ୍କୁ କହିଲା, ‘ବାପା, ତୁମ୍ଭେ ମୋତେ ତୁମ୍ଭର ସବୁ ସମ୍ପତ୍ତିରୁ ମୋ’ ଭାଗତକ ଦେଇଦିଅ।’ ତେଣୁ ତା’ ବାପା ତାହାଙ୍କର ସବୁ ସମ୍ପତ୍ତିକୁ ଦୁଇ ପୁଅଙ୍କ ମଧ୍ୟରେ ବାଣ୍ଟି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋʼ ବାଣ୍ଟରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସର୍ବସ୍ଵ ସେମାନଙ୍କୁ ବାଣ୍ଟିଦେଲେ। Viz kapitolaଓଡିଆ ବାଇବେଲ12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ସାନ ପୁଅ ବାପାଙ୍କୁ କହିଲା, ‘ବାପା, ମୋ’ ଭାଗ ସମ୍ପତ୍ତି ମୋତେ ଦେଇଦିଅ।’ ତେଣୁ ସେ ଲୋକ ଦୁଇ ପୁଅଙ୍କ ମଧ୍ୟରେ ସମ୍ପତ୍ତି ବାଣ୍ଟି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ। Viz kapitola |