ଲୂକ ଲିଖିତ ସୁସମାଚାର 15:14 - ପବିତ୍ର ବାଇବଲ14 ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା'ର ଟଙ୍କା ଦରକାର ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା। Viz kapitolaଓଡିଆ ବାଇବେଲ14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)14 କାଳକ୍ରମେ ତା’ର ଟଙ୍କା ସବୁ ଶେଷ ହୋଇଗଲା। ସେହି ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା ଏବଂ ସେ ଘୋର ଅଭାବର ସମ୍ମୁଖୀନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା। Viz kapitola |