Online Bible

- Reklamy -




ଲୂକ ଲିଖିତ ସୁସମାଚାର 15:20 - ପବିତ୍ର ବାଇବଲ

20 ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା। “ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ଵନ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ସେ ବାପାଙ୍କ ପାଖକୁ ଫେରିଗଲା। “ତା’ ଘରଠାରୁ କିଛି ଦୂରରେ ଥିବା ସମୟରେ ବାପା ତାକୁ ଦେଖିପାରି ଦୟାରେ ବିଗଳିତ ହେଲେ ଓ ସେ ଦୌଡ଼ିଯାଇ ପୁଅକୁ ଆଲିଙ୍ଗନ କରି ଚୁମ୍ବନ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 15:20

Následuj nás:

Reklamy


Reklamy