Online Bible

- Reklamy -




ଲୂକ ଲିଖିତ ସୁସମାଚାର 15:21 - ପବିତ୍ର ବାଇବଲ

21 ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ପୁଅ କହିଲା, ‘ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ ବିରୁଦ୍ଧରେ ଦୋଷ କରିଛି। ମୁଁ ଆଉ ତୁମ ପୁଅ ହେବାର ଯୋଗ୍ୟ ନୁହେଁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 15:21

Následuj nás:

Reklamy


Reklamy