ଲୂକ ଲିଖିତ ସୁସମାଚାର 15:22 - ପବିତ୍ର ବାଇବଲ22 “କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, Viz kapitolaଓଡିଆ ବାଇବେଲ22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ, Viz kapitolaପବିତ୍ର ବାଇବଲ (CL) NT (BSI)22 କିନ୍ତୁ ବାପା ତାଙ୍କର ଦାସମାନଙ୍କୁ ଡ଼ାକି କହିଲେ, ‘ଶୀଘ୍ର ଯାଅ। ସବୁଠାରୁ ଭଲ ଲୁଗା ଆଣି ତାକୁ ପିନ୍ଧାଅ। ତା’ର ଆଙ୍ଗୁଠିରେ ମୁଦି ଓ ପାଦରେ ଯୋତା ପିନ୍ଧାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, Viz kapitola |