ଲୂକ ଲିଖିତ ସୁସମାଚାର 15:24 - ପବିତ୍ର ବାଇବଲ24 ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)24 କାରଣ ମୋର ଏହି ପୁଅଟି ମରିଯାଇ ଥିଲା, ଏବେ ବଞ୍ଚି ଉଠିଛି। ସେ ହଜି ଯାଇଥିଲା, ଏବେ ମିଳିଛି।’ ତାଙ୍କ କହିବା ଅନୁସାରେ ଆନନ୍ଦ ଉତ୍ସବ ଆରମ୍ଭ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Viz kapitola |