ଲୂକ ଲିଖିତ ସୁସମାଚାର 15:25 - ପବିତ୍ର ବାଇବଲ25 “ଏହି ସମୟରେ ଲୋକଟିର ବଡ଼ ପୁଅ କ୍ଷେତରେ ଥିଲା। ଫେରିଲା ବେଳେ, ଘର ପାଖାପାଖି ପହଞ୍ଚିବା ବେଳକୁ ସେ ନାଚଗୀତର ଶବ୍ଦ ଶୁଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ତାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶଦ୍ଦ ଶୁଣି, Viz kapitolaଓଡିଆ ବାଇବେଲ25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି, Viz kapitolaପବିତ୍ର ବାଇବଲ (CL) NT (BSI)25 “ସେହି ସମୟରେ ବଡ଼ ପୁଅ କ୍ଷେତରେ ଥିଲା। ସେ ଫେରିବାବେଳେ ତା’ର ଘର ପାଖରେ ପହଞ୍ଚି ନୃତ୍ୟବାଦ୍ୟର ଶବ୍ଦ ଶୁଣି ପାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି, Viz kapitola |